1 Samuel 19:7 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ ଡାକିଲା ଓ ତାଙ୍କୁ ସମସ୍ତ କଥା ଶକ୍ସ୍ଟଣାଇଲା। ଯୋନାଥନ ଦାଉଦଙ୍କକ୍ସ୍ଟ ଶାଉଲଙ୍କ ନିକଟକକ୍ସ୍ଟ ଆଣିଲା, ତହିଁରେ ଦାଉଦ ପୂର୍ବପରି ଶାଉଲଙ୍କ ପାଖ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା । ପୁଣି ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ ଡାକିଲେ ଓ ତାଙ୍କୁ ସମସ୍ତ କଥା ଶୁଣାଇଲେ। ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲେ, ତହିଁରେ ଦାଉଦ ପୂର୍ବ ପରି ଶାଉଲଙ୍କ ପାଖରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।