1 Samuel 19:8 — Compare Translations

5 translations compared side by side

Odia - 1840
"ପକ୍ସ୍ଟନର୍ବାର ୟକ୍ସ୍ଟଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ୟକ୍ସ୍ଟଦ୍ଧ କଲେ, ସେ ଏତେ ଜାରେ ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟ ରେ ଦୌଡି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କୁ ମାରିବାକୁ ପୁନର୍ବାର ଚେଷ୍ଟା କଲେ ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋ‌ର୍‌ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।