1 Samuel 19:9 — Compare Translations

5 translations compared side by side

Odia - 1840
"କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକକ୍ସ୍ଟ ଆସିଲା। ଶାଉଲ ତାଙ୍କ ନିଜ ଗୃହ ରେ ବସିଥିଲେ। ଶାଉଲ ହାତ ରେ ବର୍ଚ୍ଛା ଧରିଥିଲେ। ଦାଉଦ ଆପଣା ହସ୍ତ ରେ ବାଦ୍ଯ ବଜାଉ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,