1 Samuel 2:1 — Compare Translations
5 translations compared side by side
Odia - 1840
"ହାନ୍ନା ପ୍ରାର୍ଥନା କରି କହିଲା, ମାରେ ଅନ୍ତଃକରଣ ସଦାପ୍ରଭୁଙ୍କଠା ରେ ମହାଉଲ୍ଲାସ କରୁଅଛି। ପରମେଶ୍ବରଙ୍କଠା ରେ ମୁ ମାରେ ବହକ୍ସ୍ଟତ ଶକ୍ତି ଅନକ୍ସ୍ଟଭବ କରୁଛି। ମୁ ମାରେ ଶତୃମାନଙ୍କୁ ଉପହାସ କରୁଛି। ଯେ ହତେକ୍ସ୍ଟ ତୁମ୍ଭେ ମାେତେ ରକ୍ଷା କରିଥିବାରକ୍ସ୍ଟ ମୁ ବହକ୍ସ୍ଟତ ଖକ୍ସ୍ଟସି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଫିଟିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ହାନ୍ନା ଧନ୍ୟବାଦ ଦେଲା ହାନ୍ନା ପ୍ରାର୍ଥନା କରି କହିଲା, “ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି। ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି। ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି। ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।