1 Samuel 2:10 — Compare Translations

5 translations compared side by side

Odia - 1840
"ଯେଉଁମାନେ ୟିଏକି ସର୍ବୋପରିସ୍ଥ ପରମେଶ୍ବରଙ୍କ ସହିତ ପ୍ରତିବାଦ କରନ୍ତି, ସମାନେେ ଭଗ୍ନ ହବେେ। ସଦାପ୍ରଭୁ ସ୍ବର୍ଗ ରେ ଥାଇ ସହେି ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଗର୍ଜନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ଵର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ⇧ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।