1 Samuel 2:11 — Compare Translations
5 translations compared side by side
Odia - 1840
"ଏହାପରେ ଇଲ୍କାନା ରାମାସ୍ଥିତ ଆପଣା ଘରକକ୍ସ୍ଟ ଗଲା। କିନ୍ତୁ ବାଳକ ଶାମକ୍ସ୍ଟଯଲେ ଯାଜକ ଏଲି ଅଧିନ ରେ ଥାଇ ସଦାପ୍ରଭୁଙ୍କର ସବୋ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା । ପୁଣି ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇଲ୍କାନା ରାମାସ୍ଥିତ ଆପଣା ଘରକୁ ଗଲା। କିନ୍ତୁ ବାଳକ ଶାମୁୟେଲ ଯାଜକ ଏଲି ଅଧୀନରେ ଥାଇ ସଦାପ୍ରଭୁଙ୍କର ସେବା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।