1 Samuel 2:12 — Compare Translations
5 translations compared side by side
Odia - 1840
"ଏଲିଙ୍କର ପକ୍ସ୍ଟତ୍ରମାନେ ପାପୀ ଥିଲେ ଏବଂ ସମାନେେ ସଦାପ୍ରଭଙ୍କକ୍ସ୍ଟ ଜାଣନ୍ତି ନାହିଁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିଙ୍କର ଦୁଷ୍ଟ ପୁତ୍ରମାନେ ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।