1 Samuel 2:13 — Compare Translations
5 translations compared side by side
Odia - 1840
"ସହେି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ଯବହାର କରିବା ଉଚିତ୍। ଯେତବେେଳେ କହେି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହବୋ ସମୟରେ ଯାଜକର ଦାସ ହସ୍ତ ରେ ତ୍ରିଶକ୍ସ୍ଟଳ ଧରି ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
Odia IRV 2017 (ଓଡିଆ ବାଇବେଲ)
ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;