1 Samuel 2:14 — Compare Translations
5 translations compared side by side
Odia - 1840
"ଆଉ ଯାଜକର ସବେକ ମାଂସକକ୍ସ୍ଟ ତସଲା ବା ହଣ୍ତାରକ୍ସ୍ଟ ବାହାର କରିବା ପାଇଁ କଣ୍ଟା ଚାମକ୍ସ୍ଟଚର ବ୍ଯବହାର କରିବା ଉଚିତ୍।କଣ୍ଟା ଗ୍ଭମକ୍ସ୍ଟଚ ଦ୍ବାରା ଯେତିକି ସବେକ ଆଣିଥାଏ କବଳେ ସତେିକି ହିଁ ଯାଜକ ନବୋ ଉଚିତ୍। ଇଶ୍ରାୟେଲ ଲୋକମାନେ ଯେଉଁମାନେ ଶି ଲୋକକ୍ସ୍ଟ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହା କି ଯାଜକଗଣ ନବୈେଦ୍ଯ ପ୍ରତି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପାତ୍ର, ବା ତସଲା, ବା ହଣ୍ତା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ । ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।