1 Samuel 2:15 — Compare Translations
5 translations compared side by side
Odia - 1840
"କିନ୍ତୁ ଯାଜକଗଣ ଯେପରି ବ୍ଯବହାର କରିବା ଉଚିତ୍, ଏଲିର ପକ୍ସ୍ଟତ୍ରଗଣ ସପରେି ବ୍ଯବହାର କଲେ ନାହିଁ। ଏପରିକି ସହେି ମାଂସର ମଦେ ୟଜ୍ଞବଦେୀ ରେ ଦଗ୍ଧ ହବୋ ପୂର୍ବରକ୍ସ୍ଟ, ସମାନଙ୍କେର ସବେକମାନେ ସହେି ବଳିଦାନ ଉତ୍ସର୍ଗ କରୁଥିବା ବ୍ଯକ୍ତି ପାଖକକ୍ସ୍ଟ ଗଲେ ଏବଂ କହିଲେ, ପୋଡି଼ବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତକ୍ସ୍ଟମ୍ଭଠାରକ୍ସ୍ଟ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କବଳେ କଞ୍ଚାମାଂସ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦଗ୍ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।