1 Samuel 2:16 — Compare Translations

5 translations compared side by side

Odia - 1840
"ଏଥି ରେ ଯବେେ ସେ ଲୋକ ତାହାକକ୍ସ୍ଟ କ ହେ, ପ୍ରଥମେ ମଦେ ଦଗ୍ଧ ହବୋକକ୍ସ୍ଟ ଦିଅ, ତା'ପରେ ତୁମ୍ଭେ ଯେତେ ଗ୍ଭହିଁ େସତେ ନିଅ। ତବେେ ସେ ଯାଜକର ସବେକ କହିଥାଏ। ମାତ୍ର ଏହିକ୍ଷଣି ତାହା ମାେତେ ଦବୋକକ୍ସ୍ଟ ହବେ। ଯଦି ତୁମ୍ଭେ ମାେତେ ନଦିଅ, ତାହାହେଲେ ମୁ ଜାରେ କରି ନଇୟିବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯେବେ ସେ ଲୋକ ତାହାକୁ କହେ, “ପ୍ରଥମେ ମେଦ ଦ‌ଗ୍‌ଧ ହେବାକୁ ଦିଅ, ତା’ପରେ ତୁମ୍ଭେ ଯେତେ ଗ୍ଭହଁ ସେତେ ନିଅ।” ତେବେ ସେ ଯାଜକର ସେବକ କହିଥାଏ। ମାତ୍ର “ଏହିକ୍ଷଣି ତାହା ମୋତେ ଦେବାକୁ ହେବ। ଯଦି ତୁମ୍ଭେ ମୋତେ ନ ଦିଅ, ତାହାହେଲେ ମୁଁ ଜୋର୍ କରି ନେଇଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।