1 Samuel 2:17 — Compare Translations
5 translations compared side by side
Odia - 1840
"ଏହିରୂପରେ, ସଦାପ୍ରଭୁଙ୍କ ବିପକ୍ଷ ରେ ସହେି ଏଲିଙ୍କ ପକ୍ସ୍ଟତ୍ରମାନଙ୍କର ପାପ ଅତି ଭାରି ହେଲା କାରଣ ସହେି ଲୋକମାନେ ସଦାପ୍ରଭୁଙ୍କର ନବୈେଦ୍ଯ ତକ୍ସ୍ଟଚ୍ଛଜ୍ଞାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପରେ, ସଦାପ୍ରଭୁଙ୍କ ବିପକ୍ଷରେ ସେହି ଏଲିଙ୍କ ପୁତ୍ରମାନଙ୍କର ପାପ ଅତି ଭାରି ହେଲା କାରଣ ସେହି ଲୋକମାନେ ସଦାପ୍ରଭୁଙ୍କର ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।