1 Samuel 2:20 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ଏଲି ଇଲ୍କାନାକକ୍ସ୍ଟ ଓ ତା'ର ସ୍ତ୍ରୀକକ୍ସ୍ଟ ଆଶୀର୍ବାଦ କଲେ ଏବଂ କହିଲେ, ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପକ୍ସ୍ଟତ୍ର ପ୍ରାର୍ଥନା କରୁଥିବା ସ୍ଥାନକକ୍ସ୍ଟ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏଲି ଇଲ୍କାନାକୁ ଓ ତା’ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା’ପରେ ସଦାପ୍ରଭୁଙ୍କୁ ଦେଲେ।” ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।