1 Samuel 2:21 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ଆପଣା ଗୃହକକ୍ସ୍ଟ ଫରେିଗଲେ। ପକ୍ସ୍ଟଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପକ୍ସ୍ଟତ୍ର ଓ ଦକ୍ସ୍ଟଇ କନ୍ଯା ପ୍ରସବ କଲା। ଏଥି ମଧିଅରେ ବାଳକ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ଉପସ୍ଥିତି ରେ ବଢିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ । ପୁଣି ସଦାପ୍ରଭୁ ହାନ୍ନାର ତତ୍ତ୍ଵାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା । ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।