1 Samuel 2:22 — Compare Translations

5 translations compared side by side

Odia - 1840
"ଏଲି ଅତି ବୃଦ୍ଧ ହେଲେ। ପକ୍ସ୍ଟଣି ତାଙ୍କର ପକ୍ସ୍ଟତ୍ରମାନେ ସମକ୍ସ୍ଟଦାଯ ଇଶ୍ରାୟେଲକକ୍ସ୍ଟ ଯାହା ଯାହା କଲେ ଓ ୟିଏକି ସମାଗମ ତମ୍ବୁର ପ୍ରବେଶ ନିକଟରେ ସବୋ କାରୀଣୀ ସ୍ତ୍ରୀଗଣ ସହିତ କିପରି ଶଯନ କଲେ, ଏସବୁ କଥା ତାଙ୍କ ଦ୍ବାରା ଶକ୍ସ୍ଟଣା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲି ଅତି ବୃଦ୍ଧ ହେଲେ; ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲି ଦୁଷ୍ଟ ପୁତ୍ରମାନଙ୍କୁ ଶାସନ କରିବାରେ ବିଫଳ ହେଲେ ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।