1 Samuel 2:23 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ସେ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଏପରି କରୁଅଛ? କାରଣ ମୁ ଏହି ସମସ୍ତ ଲୋକଙ୍କଠାରକ୍ସ୍ଟ ତୁମ୍ଭମାନଙ୍କ ବିଷଯ ରେ ନାନା ମନ୍ଦକଥା ଶକ୍ସ୍ଟଣିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କିହେତୁ ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।