1 Samuel 2:24 — Compare Translations

5 translations compared side by side

Odia - 1840
"ନାହିଁ, ନାହିଁ, ମାରେ ପକ୍ସ୍ଟତ୍ରମାନେ, ମୁ ଯେଉଁ ଜନରବ ଶକ୍ସ୍ଟଣକ୍ସ୍ଟଅଛି, ଭଲ ନକ୍ସ୍ଟ ହେଁ, ତୁମ୍ଭମାନେେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।
Odia IRV 2017 (ଓଡିଆ ବାଇବେଲ)
ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।