1 Samuel 2:25 — Compare Translations

5 translations compared side by side

Odia - 1840
"ଜଣେ ମନକ୍ସ୍ଟଷ୍ଯ ଯବେେ ଅନ୍ୟ ଜଣେ ମନକ୍ସ୍ଟଷ୍ଯ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ ପରମେଶ୍ବର ହକ୍ସ୍ଟଏତ୍ ସାହାୟ୍ଯ କରିପାରନ୍ତି। କିନ୍ତ ମନକ୍ସ୍ଟଷ୍ଯ ଯବେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ କିଏ ତାହା ପାଇଁ ପ୍ରାର୍ଥନା କରିବ? ତଥାପି ସମାନେେ ପିତାଙ୍କ ବାକ୍ଯ ଶୁଣିଲେ ନାହିଁ, କାରଣ ସମାନଙ୍କେୁ ହତ୍ଯା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଯେବେ ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ଵର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ? ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ମନୁଷ୍ୟ ଯେବେ ଅନ୍ୟ ଜଣେ ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ହୁଏତ ସାହାଯ୍ୟ କରି ପାରନ୍ତି। କିନ୍ତ ମନୁଷ୍ୟ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପାଇଁ ପ୍ରାର୍ଥନା କରିବ?” ତଥାପି ସେମାନେ ପିତାଙ୍କ ବାକ୍ୟ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ହତ୍ୟା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ? ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।