1 Samuel 2:26 — Compare Translations

5 translations compared side by side

Odia - 1840
"କିନ୍ତୁ ବାଳକ ଶାମକ୍ସ୍ଟଯଲେ କ୍ରମେ କ୍ରମେ ବଡ ହେଲା ଆଉ ପରମେଶ୍ବରଙ୍କର ଓ ଲୋକମାନଙ୍କର ଅନକ୍ସ୍ଟଗ୍ରହ ପାତ୍ର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।