1 Samuel 2:27 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବରଙ୍କଠାରକ୍ସ୍ଟ ଏକ ଲୋକ ଏଲିଙ୍କ ନିକଟକକ୍ସ୍ଟ ଆସି କହିଲା, ସଦାପ୍ରଭୁ ଏହା କହନ୍ତି, 'ଯେତବେେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶର ରେ ଫାରୋର ଦାସତ୍ବ ରେ ଥିଲ। ସେ ସମୟରେ ମୁ ସମାନଙ୍କେ ଆଗ ରେ ଆବିର୍ଭାବ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ପରମେଶ୍ଵରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ଵରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
Odia Bible ERV 2004 (ପବିତ୍ର ବାଇବଲ)
ଏଲିଙ୍କ ପରିବାର ବିଷୟରେ ଭୟଙ୍କର ଭବିଷ୍ୟ‌ଦ୍‌ବାଣୀ ଏହା ପରେ ପରମେଶ୍ୱରଙ୍କଠାରୁ ଏକ ଲୋକ ଏଲିଙ୍କ ନିକଟକୁ ଆସି କହିଲା, “ସଦାପ୍ରଭୁ ଏହା କହନ୍ତି, ‘ଯେତେବେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶରରେ ଫାରୋର ଦାସତ୍ୱରେ ଥିଲେ। ସେ ସମୟରେ ମୁଁ ସେମାନଙ୍କ ଆଗରେ ଆବିର୍ଭାବ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ