1 Samuel 2:28 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଗୋଷ୍ଠୀମାନଙ୍କ ମଧ୍ଯରକ୍ସ୍ଟ ତୁମ୍ଭର ପରିବାରବର୍ଗକକ୍ସ୍ଟ ମାରେ ଯାଜକ ହାଇେ ସବୋ କରିବାକୁ, ଏଫୋଦ ପରିଧାନ କରିବାକୁ ଓ ୟଜ୍ଞବଦେୀ ରେ ଧୂପ ଜଳାଇବାକକ୍ସ୍ଟ ମୁ ମନୋନୀତ କରିଅଛି। ଆହକ୍ସ୍ଟରି ମଧ୍ଯ ମୁ ତୁମ୍ଭକୁ ଏକ ନିଯମ ଦଲେି ଯେ, ମାେ ପାଇଁ ଇଶ୍ରାୟେଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରି ତକ୍ସ୍ଟମ୍ଭ ପରିବାରବର୍ଗକକ୍ସ୍ଟ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ଵଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
Odia IRV 2017 (ଓଡିଆ ବାଇବେଲ)
ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?