1 Samuel 2:29 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭମାନେେ କାହିଁକି ମାରେ ନବୈେଦ୍ଯ ଓ ବଳୀଦାନକକ୍ସ୍ଟ ପରିତ୍ଯାଗ କରୁଛ ଯାହାକି ମାେ ମନ୍ଦିର ରେ ଉତ୍ସର୍ଗ କରାୟିବ ବୋଲି ମୁ ଆଜ୍ଞା ଦଇେଅଛି? ପକ୍ସ୍ଟଣି କାହିଁକି ତୁମ୍ଭର ପକ୍ସ୍ଟତ୍ରଗଣଙ୍କକ୍ସ୍ଟ ମାଠାେରକ୍ସ୍ଟ ଅଧିକ ସମ୍ମାନ ଦେଉଛ, ଇଶ୍ରାୟେଲୀୟମାନେ ମାେ ସକାେଶ ଉତ୍ସର୍ଗ କରୁଥିବା ବଳୀର ଅଂଶ ଓ ମଦେ କାହିଁକି ତକ୍ସ୍ଟମ୍ଭ ନିଜ ପାଇଁ ନେଉଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେମାନେ କାହିଁକି ମୋର ନୈବେଦ୍ୟ ଓ ବଳିଦାନକୁ ପରିତ୍ୟାଗ କରୁଛ ଯାହାକି ମୋ’ ମନ୍ଦିରରେ ଉତ୍ସର୍ଗ କରାଯିବ ବୋଲି ମୁଁ ଆଜ୍ଞା ଦେଇଅଛି? ପୁଣି କାହିଁକି ତୁମ୍ଭର ପୁତ୍ରଗଣଙ୍କୁ ମୋ’ଠାରୁ ଅଧିକ ସମ୍ମାନ ଦେଉଛ, ଇସ୍ରାଏଲୀୟମାନେ ମୋ’ ସକାଶେ ଉତ୍ସର୍ଗ କରୁଥିବା ବଳିର ଅଂଶ ଓ ମେଦ କାହିଁକି ତୁମ୍ଭ ନିଜ ପାଇଁ ନେଉଛ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’
Odia IRV 2017 (ଓଡିଆ ବାଇବେଲ)