1 Samuel 2:3 — Compare Translations

5 translations compared side by side

Odia - 1840
"ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ବର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସମାନଙ୍କେର କର୍ମ ଅନକ୍ସ୍ଟୟାଯୀ ବିଗ୍ଭର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ଵର ଅଟନ୍ତି, ତାହାଙ୍କ ଦ୍ଵାରା ସକଳ କ୍ରିୟା ତୌଲାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
Odia IRV 2017 (ଓଡିଆ ବାଇବେଲ)
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।