1 Samuel 2:31 — Compare Translations
5 translations compared side by side
Odia - 1840
"ସମୟ ଆସକ୍ସ୍ଟଅଛି, ଯେତବେେଳେ ମୁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସହେିଦିନ ଆସକ୍ସ୍ଟଅଛି, ତହିଁରେ ତକ୍ସ୍ଟମ୍ଭ ବଂଶ ରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମୟ ଆସୁଅଛି, ଯେତେବେଳେ ମୁଁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସେହି ଦିନ ଆସୁଅଛି, ତହିଁରେ ତୁମ୍ଭ ବଂଶରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।