1 Samuel 2:32 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ପରମେଶ୍ବର ଇଶ୍ରାୟେଲକକ୍ସ୍ଟ ଆଶୀର୍ବାଦ ଓ ମଙ୍ଗଳ ପ୍ରଦାନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଗୃହ ରେ ଦକ୍ସ୍ଟଃଖ ଦେଖିବ; ଆଉ ତକ୍ସ୍ଟମ୍ଭ ଗୃହ ରେ କହେି କଦାପି ବୃଦ୍ଧ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର ଇସ୍ରାଏଲକୁ ଆଶୀର୍ବାଦ ଓ ମଙ୍ଗଳ ପ୍ରଦାନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଗୃହରେ ଦୁଃଖ ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।