1 Samuel 2:33 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କକ୍ସ୍ଟ ଆପଣା ୟଜ୍ଞବଦେୀରକ୍ସ୍ଟ ଆସକ୍ସ୍ଟଥିବା ମୁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ କେତକେ ମାରେ ୟଜ୍ଞବଦେୀ ରେ ସବୋ କରିବ। ସମାନେେ ତୁମ୍ଭର ପରିବାର ଧ୍ବଂସ ପାଇଁ କାନ୍ଦକ୍ସ୍ଟଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସମାନଙ୍କେର ୟୌବନାବସ୍ଥା ରେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।