1 Samuel 2:34 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ତୁମ୍ଭର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତକ୍ସ୍ଟମ୍ଭ ପାଇଁ ଚିହ୍ନ ସ୍ବରୂପ ହବେ। ସେ ଦକ୍ସ୍ଟ ହେଁ ଏକ ଦିନ ରେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ଵରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭର ଦୁଇପୁତ୍ର ହଫ୍ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ। ସେ ଦୁହେଁ ଏକ ଦିନରେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।