1 Samuel 2:35 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ମୁ ମାେ ନିମନ୍ତେ ଏକ ବିଶ୍ବସ୍ତ ଯାଜକ ଉତ୍ପନ୍ନ କରିବି ୟିଏ ମାେ ମନ ଓ ମାେ ହୃଦଯ ଅନକ୍ସ୍ଟସା ରେ କର୍ମ କରିବ। ଆଉ ମୁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମାରେ ମନୋନୀତ ରାଜାଙ୍କ ସମ୍ମକ୍ସ୍ଟଖ ରେ ସର୍ବଦା ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ଵସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି ସେ ଆମ୍ଭ ଅଭିଷିକ୍ତଙ୍କ⇧ ସମ୍ମୁଖରେ ସର୍ବଦା ଗମନାଗମନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।