1 Samuel 2:36 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, ଦୟାକରି ମାେତେ ଯାଜକ ଭାବରେ କିଛି କାମ ଦିଅନ୍ତକ୍ସ୍ଟ, ଯାହା ଫଳ ରେ ମୁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୋଟୀ ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ତେ ରୋଟୀ ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ଵ ପଦରେ ମୋତେ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।