1 Samuel 2:4 — Compare Translations
5 translations compared side by side
Odia - 1840
"ବୀରମାନଙ୍କର ସମସ୍ତ ଧନକ୍ସ୍ଟ ଭଙ୍ଗା ୟାଇଅଛି ଓ ଝକ୍ସ୍ଟଣ୍ଟିପଡକ୍ସ୍ଟଥିବା ଦୁର୍ବଳ ଲୋକମାନେ ବଳଶାଳୀ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବୀରମାନଙ୍କର ସମସ୍ତ ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ୁଥିବା ଦୁର୍ବଳ ଲୋକମାନେ ବଳଶାଳୀ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।