1 Samuel 2:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଲୋକମାନଙ୍କର ମୃତକ୍ସ୍ଟ୍ଯର କାରଣ ହକ୍ସ୍ଟଅ ଓ ସେ ପକ୍ସ୍ଟନର୍ବାର ଲୋକମାନଙ୍କ ଜୀବନ ଫରୋଇ ଆଣିପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକକ୍ସ୍ଟ ପଠାନ୍ତି ଓ କବରରକ୍ସ୍ଟ ସମାନଙ୍କେୁ ଉଠାଇ ଆଣିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୃତ୍ୟୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।