1 Samuel 2:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି ବା ଧନବାନ୍ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।