1 Samuel 2:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।