1 Samuel 2:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି। ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି। ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।