1 Samuel 20:1 — Compare Translations

5 translations compared side by side

Odia - 1840
"ଦାଉଦ ନାଯୋତ ଠାରକ୍ସ୍ଟ ରାମାକକ୍ସ୍ଟ ପଳାଯନ କଲେ। ଦାଉଦ ଯୋନାଥନଙ୍କ ପାଖକକ୍ସ୍ଟ ୟାଇ ପଚାରିଲେ, ମୁ କ'ଣ ଭକ୍ସ୍ଟଲ କଲି, ମୁ ତକ୍ସ୍ଟମ୍ଭ ପିତାଙ୍କ ବିରକ୍ସ୍ଟଦ୍ଧ ରେ କଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମାେତେ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ଯୋନାଥନ ଏକ ଚୁକ୍ତି କଲେ ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?