1 Samuel 20:10 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, କିଏ ମାେତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରକ୍ସ୍ଟକ୍ଷ ଭାବରେ ଉତ୍ତର ଦିଅନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “କିଏ ମୋତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରୁକ୍ଷ ଭାବରେ ଉତ୍ତର ଦିଅନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?