1 Samuel 20:11 — Compare Translations
5 translations compared side by side
Odia - 1840
"ତା'ପରେ ଯୋନାଥନ କହିଲା, ଆସ ଆମ୍ଭେ ବିଲକକ୍ସ୍ଟ ପଳାଇବା, ଯୋନାଥନ ଏବଂ ଦାଉଦ ସାଥି ହାଇେ ବିଲକକ୍ସ୍ଟ ପଳାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ । ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋନାଥନ କହିଲେ, “ଆସ ଆମ୍ଭେ ବିଲକୁ ପଳାଇବା,” ଯୋନାଥନ ଏବଂ ଦାଉଦ ସାଥୀ ହୋଇ ବିଲକୁ ପଳାଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।