1 Samuel 20:12 — Compare Translations
5 translations compared side by side
Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ କହିଲେ, ମୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ପ୍ରତିଜ୍ଞା କରୁଅଛି, ମୁ ମାରେ ବାପାଙ୍କଠାରକ୍ସ୍ଟ କାଲି ବକ୍ସ୍ଟଝିବି। ତାଙ୍କର ତକ୍ସ୍ଟମ୍ଭ ସମ୍ବନ୍ଧ ରେ ଧାରଣା ଭଲ କି ତିକ୍ତ ତା'ପରେ ତୃତୀୟ ଦିନ ମୁ ତକ୍ସ୍ଟମ୍ଭ ପାଖକକ୍ସ୍ଟ କ୍ଷତକେକ୍ସ୍ଟ ନିଶ୍ଚିତ ଖବର ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା’ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?