1 Samuel 20:13 — Compare Translations

5 translations compared side by side

Odia - 1840
"ଯଦି ମାରେବାପା ତୁମ୍ଭକୁ ହତ୍ଯା କରିବାକୁ ଗ୍ଭହାଁନ୍ତି ମୁ ତୁମ୍ଭକୁ ଜଣାଇ ଦବେି। ମୁ ତୁମ୍ଭକୁ ନିରାପଦ ରେ ପଠାଇ ଦବେି। ମୁ ଯଦି ଏହା ନ କରେ ସଦାପ୍ରଭୁ ମାେତେ ନିଶ୍ଚଯ ଦଣ୍ତ ଦବେେ। ସଦାପ୍ରଭୁ ଯେପରି ମାରେ ବାପାଙ୍କ ସହିତ ଅଛନ୍ତି ସହେିପରି ତକ୍ସ୍ଟମ୍ଭ ସହିତ ରକ୍ସ୍ଟହନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ । ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ, ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।