1 Samuel 20:14 — Compare Translations

5 translations compared side by side

Odia - 1840
"ମୁ ବଞ୍ଚିଥିବାୟାଏଁ ମାେତେ ଦୟା ଦଖାେଅ। ଏବଂ ମୁ ମଲାପରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବଞ୍ଚିଥିବାଯାଏ ମୋତେ ଦୟା ଦେଖାଅ। ଏବଂ ମୁଁ ମଲାପରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;
Odia IRV 2017 (ଓଡିଆ ବାଇବେଲ)
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ;