1 Samuel 20:15 — Compare Translations
5 translations compared side by side
Odia - 1840
"ମାେ ପରିବାର ପ୍ରତି ତୁମ୍ଭର ଦୟା ଦଖାଇବୋ ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃକକ୍ସ୍ଟ ପୃଥିବୀରକ୍ସ୍ଟ ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।