1 Samuel 20:17 — Compare Translations
5 translations compared side by side
Odia - 1840
"ତା'ପରେ ଯୋନାଥନ ଦାଉଦଙ୍କକ୍ସ୍ଟ ସ୍ନହେ କରିବାରକ୍ସ୍ଟ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପକ୍ସ୍ଟନର୍ବାର ସତ୍ଯତା ପ୍ରମାଣ କରାଇବାକକ୍ସ୍ଟ ଦାଉଦଙ୍କକ୍ସ୍ଟ ପଚାରିଲେ। ଯୋନାଥନ ଏପରି କଲା କାରଣ ସେ ନିଜକକ୍ସ୍ଟ ଯେତିକି ଭଲ ପାଉଥିଲେ ଦାଉଦଙ୍କକ୍ସ୍ଟ ମଧ୍ଯ ସହେିପରି ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା’ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।