1 Samuel 20:18 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ କହିଲା, ଆସନ୍ତାକାଲି ଅମାବାସ୍ଯା। ତୁମ୍ଭର ଆସନ ଖାଲି ହେଲେ ମାେ ବାପା ତୁମ୍ଭକୁ ଖାଜେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ କହିଲେ, “ଆସନ୍ତାକାଲି ଅମାବାସ୍ୟା। ତୁମ୍ଭର ଆସନ ଖାଲି ହେଲେ ମୋ’ ବାପା ତୁମ୍ଭକୁ ଖୋଜିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।