1 Samuel 20:19 — Compare Translations

5 translations compared side by side

Odia - 1840
"ତୃତୀୟ ଦିନ ସହେି ସ୍ଥାନକକ୍ସ୍ଟ ୟାଅ, ଯେଉଁଠା ରେ ତୁମ୍ଭେ ଲକ୍ସ୍ଟଚି ରହିଥିଲ। ଯେତବେେଳେ ଅସକ୍ସ୍ଟବିଧା କବଳେ ଆରମ୍ଭ ହବେ, ସେ ପର୍ବତ ପାଖ ରେ ଅପେକ୍ଷା ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟ-ଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଦିନ ସେହି ସ୍ଥାନକୁ ଯାଅ, ଯେଉଁଠାରେ ତୁମ୍ଭେ ଲୁଚି ରହିଥିଲ। ଯେତେବେଳେ ଅସୁବିଧା କେବଳ ଆରମ୍ଭ ହେବ, ସେ ପର୍ବତ ପାଖରେ ଅପେକ୍ଷାରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।