1 Samuel 20:2 — Compare Translations

5 translations compared side by side

Odia - 1840
"ଯୋନାଥନ ତାଙ୍କ ଉତ୍ତର ରେ କହିଲେ, ତାହା ସତ୍ଯ ହାଇେ ପାରିବ ନାହିଁ। ମାରେ ବାପା ମାେତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ଏହା ସାଧାରଣ କଥା ହାଇେଥାଉ କିମ୍ବା ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ କଥା ହାଇେଥାଉ, ସେ ସର୍ବଦା ମାେ ସହିତ ପରାମର୍ଶ କରନ୍ତି। ମାେତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକକ୍ସ୍ଟ ଚାହିଁଲେ? ନା! ଏହା ସତ୍ଯ ନକ୍ସ୍ଟ ହେଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ତାଙ୍କ ଉତ୍ତରରେ କହିଲେ, “ତାହା ସତ୍ୟ ହୋଇ ପାରିବ ନାହିଁ। ମୋର ବାପା ମୋତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ସାଧାରଣ କଥା ହୋଇଥାଉ କିମ୍ବା ଗୁରୁତ୍ୱପୂର୍ଣ୍ଣ କଥା ହୋଇଥାଉ, ସେ ସର୍ବଦା ମୋ’ ସହିତ ପରାମର୍ଶ କରନ୍ତି। ମୋତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକୁ ଗ୍ଭହିଁଲେ? ନା! ଏହା ସତ୍ୟ ନୁହେଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।