1 Samuel 20:21 — Compare Translations
5 translations compared side by side
Odia - 1840
"ତା'ପରେ ମୁ ସେ ପିଲାକକ୍ସ୍ଟ ତୀରଗକ୍ସ୍ଟଡିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତବେେ ମୁ ସେ ପିଲାକକ୍ସ୍ଟ କହିବି, 'ତୁମ୍ଭେ ବହକ୍ସ୍ଟତ ଦୂରକକ୍ସ୍ଟ ୟାଇଅଛ ତୀରଗକ୍ସ୍ଟଡିକ ମାେ ପାଖାପାଖି ଅଛି। ଫରେିଆସ ଏବଂ ସଗେକ୍ସ୍ଟଡିକ ସଂଗ୍ରହ କର।' ଯଦି ମୁ ଏହା କ ହେ, ତବେେ ତୁମ୍ଭେ ସଠାେରକ୍ସ୍ଟ ବାହାରି ଆସିବ। ମୁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭେ ନିରାପଦ, ତକ୍ସ୍ଟମ୍ଭ ଉପରେ ବିପଦ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ । ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।