1 Samuel 20:22 — Compare Translations

5 translations compared side by side

Odia - 1840
"ଯଦି ଅସକ୍ସ୍ଟବିଧା ଥାଏ ତବେେ ମୁ ସେ ବାଳକକକ୍ସ୍ଟ କହିବି, 'ତୀରଗକ୍ସ୍ଟଡିକ ବହକ୍ସ୍ଟତ ଦୂର ପଳାଇଛି। ୟାଅ ସଗେୁଡିକୁ ସଂଗ୍ରହ କର।' ଯଦି ମୁ ଏହା କ ହେ, ତବେେ ତୁମ୍ଭେ ସେ ସ୍ଥାନ ଛାଡି ପଳାଇ ୟିବ। ସଦାପ୍ରଭୁ ତୁମ୍ଭକୁ ଦୂରକକ୍ସ୍ଟ ପଠାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।