1 Samuel 20:23 — Compare Translations
5 translations compared side by side
Odia - 1840
"ପ୍ରଭକ୍ସ୍ଟ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନରେଖ ଆମ ଭିତ ରେ ଏପରି ଚକ୍ସ୍ଟକ୍ତି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ।