1 Samuel 20:24 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ନିଜକୁ ଲୁଗ୍ଭଇ ରଖିଲେ। ଶାଉଲଙ୍କର ଭୋଜିରେ ଲକ୍ଷ୍ୟ ଅମାବାସ୍ୟା ଭୋଜିଦିନ ରାଜା ଆସିଲେ ଏବଂ ଭୋଜନ ପାଇଁ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।