1 Samuel 20:25 — Compare Translations

5 translations compared side by side

Odia - 1840
"ରାଜା ସବୁଥର ବସିଲାପରି କାନ୍ଥ ନିକଟରେ ଥିବା ଆସନ ରେ ବସିଲେ। ଯୋନାଥନ ଶାଉଲଙ୍କକ୍ସ୍ଟ ମକ୍ସ୍ଟହଁ କରି ବସିଲା। ଅବନର ଶାଉଲଙ୍କ ପାଖକକ୍ସ୍ଟ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ଯ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅ‌‌ବ୍‌‌ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।